ରାଜ୍ୟ

ଚୋରି ସନ୍ଦେହ: ଯୁବକଙ୍କୁ ପିଟି ପିଟି ହତ୍ୟା

ଢେଙ୍କାନାଳ (କେନ୍ୟୁଜ): ଢେଙ୍କାନାଳ ସଦର ଥାନା ଡେଙ୍ଗ ବୋରେଇ ଗ୍ରାମରେ ଚୋରିକୁ କେନ୍ଦ୍ର କରି ଯୁବକକୁ ଟେକିନେଇ ପିଟି ପିଟି ହତ୍ୟା ଅଭିଯୋଗ । ଲୁହା ରଡ଼ ଓ ପାଇପ ଆକ୍ରମଣ କାରୀଙ୍କ ମାଡ଼ରେ ଅନ୍ୟ ଜଣେ ଆହତ। ମୃତକ ହେଲେ ଗ୍ରାମର ଅକ୍ଷୟ ପଣ୍ଡା ଓ ଆହତ ହେଲେ ଲିଟୁନ ନାୟକ ।

ସୂଚନା ଅନୁଯାୟୀ ଗତ ଏକ ମାସ ତଳେ ଗ୍ରାମର ହେମନ୍ତ ରାଉତଙ୍କ ଫାର୍ମର ଚୋରି ହେଇଥିଲା । ଗତକାଲି ରାତିର ହେମନ୍ତ ରାଉତ ଏବଂ ତାଙ୍କର ସହଯୋଗୀ ଅକ୍ଷୟ ପଣ୍ଡା ଓ ଲିଟୁନକୁ ଟେକି ନେଇ ମାଡ ମାରିଥିଲେ । ପରେ ଉଭୟଙ୍କୁ ଗୁରୁତର କରି ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଅକ୍ଷର ମୃତ୍ୟୁ ଜାଣିବା ପରେ ଅଭିଯୁକ୍ତ ମାନେ ଛାଡ଼ି ପଳାଇ ଥିଲେ । ଲିଟୁନ ଗୁରୁତର ହୋଇ କଟକ ବଡ଼ ଡାକ୍ତର ଖାନାକୁ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି । ସଦର ପୋଲିସ ହେମନ୍ତ ସହ ଅନ୍ୟ ଜଣେ ସହଯୋଗୀକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।

Barsha

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

9 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

19 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

30 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

59 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago