ମାହାଙ୍ଗା(କେନ୍ୟୁଜ): କଟକ ଜିଲ୍ଲା ମାହାଙ୍ଗା ଥାନା ଅନ୍ତର୍ଗତ ଉମର ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରେ କେହି ନଥିବାର ସୁଯୋଗ ନେଇ ତାଲା ଭାଙ୍ଗି ସବୁ ଜିନିଷପତ୍ର ଲୁଟି ନେଇଛନ୍ତି ଡକାୟତ।
ସୂଚନା ଅନୁସାରେ ଘର ମାଲିକ ସୁଧାଂଶୁ ସାମଲ ଜଣେ ପୋଲିସ ଅଧିକାରୀ । ସେ ଅନୁଗୁଳ ଜିଲ୍ଲାରେ କାର୍ଯ୍ୟରତ। ସେ ତାଙ୍କ ପରିବାର ସହ ଅନୁଗୁଳରେ ରହନ୍ତି। ଘରେ କେହି ନଥିବାର ସୁଯୋଗ ନେଇ ଏଭଳି ଡକାୟତି କରାଯାଇଥିବାର ଅଭିଯୋଗ ଆଣିଛନ୍ତି ଘର ମାଲିକଙ୍କ ମା। ଏନେଇ ଘର ମାଲିକ ସୁଧାଂଶୁ ସାମଲ ମାହାଙ୍ଗା ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ମାହାଙ୍ଗା ପୋଲିସ୍ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଛି।
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…