Below header

ଫତେଗଡ ରାମ ମନ୍ଦିରରୁ ଚୋରି, ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଧରି ଛୁ ମାରିଲେ ଦୁର୍ବୃତ୍ତ

ରାମ ମନ୍ଦିରରୁ ଚୋରି । ନୟାଗଡ଼ ଜିଲ୍ଲା ଫତେଗଡରେ ନବ ନିର୍ମିତ ରାମ ମନ୍ଦିରରୁ ଚୋରି ହୋଇଛି। ଗତକାଲି ବିଳମ୍ବିତ ରାତିରେ ମନ୍ଦିର ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତ ସୁନା ଅଳଙ୍କାର ସହିତ ଲକ୍ଷାଧିକ ଟଙ୍କା ଧରି ଛୁ ମାରିଥିବା ଅଭିଯୋଗ ହୋଇଛି ।

ବାଙ୍କୀ (କେନ୍ୟୁଜ): ରାମ ମନ୍ଦିରରୁ ଚୋରି । ନୟାଗଡ଼ ଜିଲ୍ଲା ଫତେଗଡରେ ନବ ନିର୍ମିତ ରାମ ମନ୍ଦିରରୁ ଚୋରି ହୋଇଛି ।  ଗତକାଲି ବିଳମ୍ବିତ ରାତିରେ ମନ୍ଦିର ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତ ସୁନା ଅଳଙ୍କାର ସହିତ ଲକ୍ଷାଧିକ ଟଙ୍କା ଧରି ଛୁ ମାରିଥିବା ଅଭିଯୋଗ ହୋଇଛି ।  ଆଜି ସକାଳୁ ପୂଜକ ମନ୍ଦିରର ମୁଖ୍ୟ ଫାଟକ ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ ।  ଭିତରେ ଭଙ୍ଗା ଯାଇଥିଲା ହୁଣ୍ଡି ।  ଏନେଇ ମନ୍ଦିର କମିଟି ପକ୍ଷରୁ ଫତେଗଡ ଥାନାରେ ଅଭିଯୋଗ ହୋଇଛି । ଅଧିକ ଖୋଳତାଡ କରୁଛି ପୋଲିସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.