Below header

ପତଞ୍ଜଳି ଷ୍ଟୋରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଲୁଟିନେଲେ ଲକ୍ଷାଧିକ ଟଙ୍କାର ମେଡିସିନ 

 ପତଞ୍ଜଳି ଷ୍ଟୋରରେ କଳାକନା ବୁଲାଇଲେ ଦୁର୍ବୃତ୍ତ । ତମାଣ୍ଡୋ ଥାନା କଳିଙ୍ଗ ବିହାର K4ଏଲଆଇଜି ପ୍ଲଟ ୮୬୭ ଥିବା ପତାଞ୍ଜଳି ଷ୍ଟୋରରୁ ଲୁଟ୍ ଲକ୍ଷାଧିକ ଟଙ୍କାର ମେଡିସିନ ସହ ୫୦ ହଜାରରୁ ଊର୍ଦ୍ଧ୍ବ ନଗଦ ଟଙ୍କା ଲୁଟ୍ ହୋଇଛି ।

ଭୁବନେଶ୍ୱର (କେନ୍ୟୁଜ): ପତଞ୍ଜଳି ଷ୍ଟୋରରେ କଳାକନା ବୁଲାଇଲେ ଦୁର୍ବୃତ୍ତ । ମୁହଁରେ ମୁଖା, ହାତରେ ଶାବଳ ଧରି ରାଜଧାନୀରୁ ଲୁଟିଲେ ଲୁଟେରା । ତମାଣ୍ଡୋ ଥାନା କଳିଙ୍ଗ ବିହାର K4ଏଲଆଇଜି ପ୍ଲଟ ୮୬୭ ଥିବା ପତାଞ୍ଜଳି ଷ୍ଟୋରରୁ ଲୁଟ୍ ଲକ୍ଷାଧିକ ଟଙ୍କାର ମେଡିସିନ ସହ ୫୦ ହଜାରରୁ ଊର୍ଦ୍ଧ୍ବ ନଗଦ ଟଙ୍କା ଲୁଟ୍ ହୋଇଛି ।  ଲୁଟ ବେଳର Exclusive ସିସିଟିଭି ଫୁଟେଜ ଗଣମାଧ୍ୟମ ହାତରେ ଲାଗିଛି।ଘଟଣାସ୍ଥଳରେ ତମାଣ୍ଡୋ ଥାନା ପୋଲିସ ପହଞ୍ଚି ଛାନବିନ୍ ଚଳାଇଥିବା ବେଳେ ଆବଶ୍ୟକ ହେଲେ ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.