ରାଜ୍ୟ

ବାଲିଗୁଡା ସହରର ଗୋଟିଏ ରାତିରେ ଦୁଇଟି ମନ୍ଦିରରୁ ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ୍

କନ୍ଧମାଳ: କନ୍ଧମାଳ ବାଲିଗୁଡା ସହରର ଗୋଟିଏ ରାତିରେ ଦୁଇଟି ମନ୍ଦିରରୁ ଚୋରି । ଶ୍ରୀଜଗନ୍ନାଥ ମନ୍ଦିରର ହୁଣ୍ଡି ଭାଙ୍ଗି ନେଇଥିବା ବେଳେ ମା’ ଦକ୍ଷିଣକାଳୀ ମନ୍ଦିରରେ ମା’ ପିନ୍ଧିଥିବା ଦୁଇଟି ହାରକୁ ଲୁଟ୍‌ କରି ନେଇଛନ୍ତି ଦୁର୍ବୃତ୍ତ ।

ଚୋରି ହୋଇଥିବା ନେଇ ବାଲିଗୁଡା ଥାନାରେ ମନ୍ଦିର କମିଟି ପକ୍ଷରୁ ଲିଖିତ ଅଭିଯୋଗ ହୋଇଛି । ସକାଳୁ ପୂଜକ ନୀତି କରିବା ପାଇଁ ମନ୍ଦିର ମଧ୍ୟକୁ ପ୍ରବେଶ ବେଳେ ତାଲା ଭଙ୍ଗାଯାଇଥିବା ଦେଖିବା ପରେ ପୋଲିସକୁ ସୂଚନା ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ବିନ୍‌ ଚଳାଇଛି । ସିସିଟିଭି ଯାଞ୍ଚ କରି ତଦନ୍ତ କରାଯାଉଛି ।

Sonalisa

Recent Posts

ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି

ଭୁବନେଶ୍ୱରରେ ବଢ଼ିଲା ପେଟ୍ରୋଲ ଦାମ । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୫୦ ପଇସା ରହିଛି ।…

3 mins ago

ଜାଣନ୍ତୁ ଆଜି କେତେ ରହିଛି ବଜାରରେ ସୁନା ଦର ?

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦…

10 mins ago

ରାଜ୍ୟରେ ଜାରି ରହିଛି ତାତି, ଆଗକୁ ଆହୁରି ବଢିବ,୪୫ ଡିଗ୍ରୀ ଛୁଇଁବା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି। ପ୍ରବଳ ଖରାରେ ଆଉଟୁପାଉଟୁ ଜନଜୀବନ। ଉପକୂଳରୁ ଉପାନ୍ତ ସବୁଠି କଲବଲ…

27 mins ago

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ପୁରୁଣା ବନ୍ଧୁଙ୍କ ସହ ଭେଟ କରିବା ଯୋଗୁ ଖୁସି ରହିବେ

ମେଷ: ଅନ୍ୟମାନଙ୍କ ସଫଳତା ଦ୍ୱାରା ଆର୍ଥିକ ଲାଭବାନ ହେବେ । ପ୍ରେମ କରୁଥିବା ଲୋକଙ୍କୁ ସାଥୀଙ୍କ କଥାକୁ ବୁଝିବାକୁ ପଡ଼ିବ,…

9 hours ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ଟିମ୍ ରେ ୭୨ ଜଣ ମନ୍ତ୍ରୀ, ୩୦ କ୍ୟାବିନେଟ, ୫ ଜଣ ରାଷ୍ଟ୍ରପାହ୍ୟା ସ୍ବାଧୀନ ଓ ୩୬ ରାଷ୍ଟ୍ର ପାହ୍ୟା ମନ୍ତ୍ରୀ

ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ୭୨ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ଏମାନଙ୍କ ମଧ୍ଯରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ରହିଥିବା…

10 hours ago

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ପଡ଼ୋଶୀ ରାଷ୍ଟ୍ର ନେତାଙ୍କ ସହ ସେଲିବ୍ରିଟି ଓ ଶିଳ୍ପପତିଙ୍କ ଗହଳି, ଶାହାରୁଖ, ରଜନୀକାନ୍ତ, ଅକ୍ଷୟ,ଅମ୍ବାନୀ ଓ ଆଦାନୀ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସେଲିବ୍ରିଟିଙ୍କ ଗହଳି। ଶାହାରୁଖ ଖାନ, ରଜନୀକାନ୍ତ, ଅକ୍ଷୟ କୁମାର ସାମିଲ ହୋଇଥିଲେ। ଅନୀଲ କପୁର,…

10 hours ago