ରାଜ୍ୟ

ଉତ୍ତରକାଶୀ ଟନେଲ ଟ୍ରାଜେଡି: ୫ ଓଡ଼ିଆ ଶ୍ରମିକଙ୍କୁ ଭେଟିବାକୁ ଯିବେ ସେମାନଙ୍କ ପରିବାର

ଭୁବନେଶ୍ବର (କେନ୍ୟୁଜ): ଉତ୍ତରକାଶୀ ଟନେଲରେ ଫସିଥିବା ୫ ଓଡ଼ିଆ ଶ୍ରମିକଙ୍କୁ ଭେଟିବାକୁ ଯିବେ ସେମାନଙ୍କ ପରିବାର। ଆଜି ସକାଳ ୯ଟା ୪୫ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରୁ ଉତ୍ତରାଖଣ୍ଡ ଯିବେ ୩ ଓଡ଼ିଆଙ୍କ ସମେତ ଦୁଇ ଜଣ ଲେବର ଅଫିସର । ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଫସିଥିବା ଶ୍ରମିକଙ୍କ ସ୍ବାସ୍ଥାବସ୍ଥା ସମ୍ପୂର୍ଣ୍ଣ ଠିକ୍ ରହିଛି । ଓଡ଼ିଶାର ଦୁଇ ଶ୍ରମ ଅଫିସର ସେଠାରେ ଉପସ୍ଥିତ ଅଛନ୍ତି ।

ସେମାନେ ଉତ୍ତରକାଶୀରେ ଫସିଥିବା ଶ୍ରମିକଙ୍କ ସହ କଥା ହୋଇ ସାନ୍ତ୍ବନାଦେବା ସହ ଖବର ବୁଝୁଛନ୍ତି । ଉତ୍ତରାଖଣ୍ଡର ଆରକ୍ଷୀ ଅଧିକାରୀ ଓ ଜିଲ୍ଲାପାଳଙ୍କୁ ଭେଟି ଏବିଷୟରେ ଅବଗତ କରାଇଛନ୍ତି । ୫ ଓଡ଼ିଆ ଶ୍ରମିକଙ୍କ ମଧ୍ୟରେ ମୟୂରଭଞ୍ଜର ୩ ଜଣ, ନବରଙ୍ଗୁପୁର ଜିଲ୍ଲାର ଜଣେ ଓ ଭଦ୍ରକରୁ ଜଣେ ଜଣ ଶ୍ରମିକ ଅଛନ୍ତି । ସେମାନେ ଉଦ୍ଧାର ହେବା ମାତ୍ରେ କିପରି ଓଡ଼ିଶା ଖୁବ୍ ଶୀଘ୍ର ଅଣାଯିବ ତାର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଫସିଥିବା ଶ୍ରମିକଙ୍କ ପାଖକୁ ସମାନଙ୍କ ପରିବାର ଲୋକଙ୍କୁ ପଠାଇବା ଦାୟିତ୍ବ ବହନ କରିଛନ୍ତି ରାଜ୍ୟ ସରକାର । ସେଥିପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ପରିବାର ଲୋକ।

Barsha

Recent Posts

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

48 mins ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

1 hour ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

1 hour ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

4 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

4 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

4 hours ago