ରାଜ୍ୟ

ଚୋରକୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ ଲୋକେ, ଘରୁ ଟଙ୍କା ଚୋରି କରି ଧରାପଡ଼ିଥିଲା

ଭୁବନେଶ୍ୱର: ଭୁବନେଶ୍ୱର ସାମନ୍ତରାପୁର ମାରୁତି ନଗରରେ ଲୋକମାନେ ଚୋରକୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିଛନ୍ତି। ଜଣଙ୍କ ଘରୁ ଟଙ୍କା ଚୋରି ବେଳେ ସମ୍ପୃକ୍ତ ଯୁବକ ଧରାପଡିଥିଲା। ପରେ ସ୍ଥାନୀୟ ଲୋକେ ରାସ୍ତା କଡ ଖୁଣ୍ଟରେ ବାନ୍ଧି ମାଡ ମାରିଥିଲେ। ଖବରପାଇ ଧଉଳି ପୋଲିସ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରି ଥାନାକୁ ନେଇଛନ୍ତି।

WCW 11

Recent Posts

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

3 seconds ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

18 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

43 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

47 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

50 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

55 mins ago