ବ୍ରହ୍ମପୁର: ବନ୍ଦ ହେଲା ବ୍ରହ୍ମପୁରର ପ୍ରସିଦ୍ଧ ବୁଢୀ ଠାକୁରାଣୀ ଯାତ୍ରା। କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଠାକୁରାଣୀ ଯାତ୍ରାକୁ ବନ୍ଦ କରି ଦିଆଯାଇଛି। ଗତକାଲି ରାତିରେ ଶୁଭଖୁଣ୍ଟି ସ୍ଥାପନ କରାଯାଇନାହିଁ।
ଯାତ୍ରା ପାଇଁ ୨୧ଦିନ ଅନୁମତି ଦେବାକୁ ବିଏମ୍ସି କର୍ତ୍ତୁପକ୍ଷ ମନା କରିଦେବାରୁ ଯାତ୍ରା ନ କରିବା ସପକ୍ଷରେ ମତ ଦେଇଥିଲେ ଦେଶୀବେହେରା। ବ୍ରହ୍ମପୁରରେ ସଂକ୍ରମଣକୁ ଦୃଷ୍ଟିରେ ରଖି BMC ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…