ବିପଦ ଭିତରେ କେନ୍ଦ୍ରାପଡା ଜିଲ୍ଲାର ତଳିଆ ଅଞ୍ଚଳ, ହଜାର ହଜାର ହେକ୍ଟର ଚାଷ ଜମି ଏବେ ଜଳମଗ୍ନ

ଆଳି: ସମ୍ଭାବ୍ୟ ବାତ୍ୟାକୁ ନେଇ କେନ୍ଦ୍ରାପଡା ଜିଲ୍ଲା ଆଳି ବ୍ଲକର ୩୪ ପଞ୍ଚାୟତ ସମେତ ନଦୀ ତଟବର୍ତ୍ତୀ ଗ୍ରାମମାନଙ୍କରେ ଆତଙ୍କିତ ଅବସ୍ଥା ଲାଗିରହିଛି। ଗତକାଲି ଠାରୁ ଅନବରତ ବର୍ଷା ଲାଗି ରହିଥିବା ବେଳେ ଆଜି ସକାଳୁ ତୁହାକୁତୁହା ପବନ ଲାଗିରହିଛି।

ଅପରପକ୍ଷରେ ତଳିଆ ଅଞ୍ଚଳ ମାନଙ୍କରେ ବିପଦ ବଢିଛି। ହଜାର ହଜାର ହେକ୍ଟର ଚାଷ ଜମି ଏବେ ଜଳମଗ୍ନ ହୋଇରହିଛି। ସ୍ଥାନୀୟବାସୀ ଏବେ ଆତଙ୍କିତ ଅବସ୍ଥାରେ ରହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.