ପାରାଦୀପରେ ପୁଣି ମାଛ ମଡ଼କ। କପିଳଯୋରରେ ଭାସୁଛି କ୍ୟୁଣ୍ଟାଲ କ୍ୟୁଣ୍ଟାଲ ମାଛ। ସ୍ମୃତି ଉଦ୍ୟାନ ନିକଟସ୍ଥ କପିଳଯୋରରେ ଭାସୁଛି ମଲା ମାଛ। ଦୁଇ ଦିନ ଧରି ଯୋରରେ ମାଛ ମରି ଭାସୁଛନ୍ତି। ମାଛ ମରି ଭାସୁଥିବାରୁ ଦୂର୍ଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି। ତେବେ ଏତେ ସଂଖ୍ୟାରେ ମାଛ କିପରି ମଲେ, କାରଣ ଅସ୍ପଷ୍ଟ ରହିଛି।
ସ୍ଥାନୀୟ ଲୋକ ଙ୍କ କହିବାନୁଯାୟୀ ଆଇଓସିଏଲ ବର୍ଜ୍ୟବସ୍ତୁ ର ପାଣି ସମୁଦ୍ର ଓ ନଦୀରେ ମିଶିବା ଫଳରେ ସମୁଦ୍ର ଓ ପାରାଦୀପର ଆଖପାଖ ଅଞ୍ଚଳରେ ଥିବା ବିଭିନ୍ନ ନଦୀର ପାଣି ବିଷାକ୍ତ ହୋଇଛି। ଫଳରେ କୁଢ଼ କୁଢ଼ ମାଛ ମରି ଭାସୁଥିବାର ଦେଖାଯାଇଛି।
ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…
ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…
ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…
ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…