ରାଜ୍ୟ

ରାଜ୍ୟର ଏକ ହଜାର ସ୍କୁଲ ହେବ ମଡେଲ ସ୍କୁଲ୍, ଅକ୍ଟୋବର ୨ରୁ ହେବ କାର୍ଯ୍ୟକ୍ଷମ

ଭୁବନେଶ୍ବର : ମୋ ସ୍କୁଲ୍‌ ଅଭିଯାନରେ 5T- ହାଇସ୍କୁଲ ଟ୍ରାନ୍‌ସଫର୍ମେସନ ଅନ୍ତର୍ଗତ ବିଦ୍ୟାଳୟ ପରିସର ଏବେ ଆନନ୍ଦମୟ ଶିକ୍ଷାର କେନ୍ଦ୍ର ପାଲଟିବାକୁ ଯାଉଛି । ଗଞ୍ଜାମ ଜିଲ୍ଲାର ୧୧୧ଟି ଉଚ୍ଚବିଦ୍ୟାଳୟ ଓ ପ୍ରତି ବ୍ଳକରେ ଥିବା ଗୋଟିଏ ଲେଖାଏଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ତଥା ମୋଟ ୧୩୩ଟି ସ୍କୁଲକୁ ମଡେଲ ସ୍କୁଲରେ ପରିଣତ କରାଯିବା ପ୍ରକ୍ରିୟା ଜୋରସୋରରେ ଆଗେଇ ଚାଲିଛି ।

ରାଜ୍ୟରେ ଏଭଳି ଏକ ହଜାର ମେଡଲ ସ୍କୁଲ ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ବିଧିବଦ୍ଧ ଭାବେ କାର୍ଯ୍ୟାରମ୍ଭ କରିବ ବୋଲି ରାଜ୍ୟ ସରକାର ଧାର୍ଯ୍ୟ କରିଛନ୍ତି ।

Sonalisa

Recent Posts

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

13 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

41 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago