ବେଗୁନିଆ(କେନ୍ୟୁଜ): ବିଦ୍ୟୁତ ଆଘାତରେ ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ । ବେଗୁନିଆରେ ଘଟିଛି ଅଘଟଣ । ଆଜି ସକାଳୁ ବିଦ୍ୟୁତ ସେବା ବନ୍ଦ ଥିବାରୁ ସ୍ଥାନୀୟ ବିଦ୍ୟୁତ କର୍ମଚାରୀ ସଂଜୀବ କୁମାର ବେହେରା ଖୁଣ୍ଟରେ ଚଢି କାମ କରୁଥିବା ବେଳେ ଘରମାନଙ୍କରେ ଲାଗିଥିବା ଇନଭରଟରର ରିଟର୍ଣ୍ଣ କରେଣ୍ଟ ସଂସ୍ପର୍ଶରେ ଆସି ଯାଇଥିଲେ।
ସେ ଖୁଣ୍ଟରୁ କରେଣ୍ଟ ଖାଇ ତଳକୁ ଖସି ପଡିଥିଲେ । ତଳେ ଥିବା ସାଥି କର୍ମଚାରୀ ସଂଜୀବଙ୍କୁ ଖୋର୍ଦ୍ଧା ଡାକ୍ତରଖାନାକୁ ନେଇ ଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ମୃତ ବିଦ୍ୟୁତକର୍ମଚାରୀ ଜଣକ ନିକଟସ୍ଥ ଖଣନ୍ତି ଗ୍ରାମର । ଠିକା କର୍ମଚାରୀ ଭାବେ ବିଦ୍ୟୁତ ବିଭାଗରେ କାର୍ଯ୍ୟରତ ଥିଲେ । ସ୍ଥାନୀୟ ଲୋକ ମୃତ ସଂଜୀବଙ୍କ ପରିବାର କ୍ଷତିପୂରଣ ପାଇଁ ଦାବି କରିଛନ୍ତି ।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…