ବଲାଙ୍ଗିରରେ ଅଘଟଣ: କ୍ରେନ୍ ଧକ୍କାରେ ଚାଲିଗଲା ତିନି ଜଣଙ୍କ ଜୀବନ

ବଲାଙ୍ଗିର: ବଲାଙ୍ଗିରରେ ଅଘଟଣ। କ୍ରେନ୍ ଧକ୍କାରେ ତିନି ଜଣ ମୃତ। ଗତକାଲି ବଲାଙ୍ଗିର ତୁଷୁରା ରାସ୍ତାରେ ଘଟିଥିଲା ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା।

କ୍ରେନ୍ ଓ ବାଇକ ମଧ୍ଯରେ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ, ବୁର୍ଲା ଡାକ୍ତରଖାନାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ଯପଟେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରିଛନ୍ତି ସ୍ଥାନୀୟ ଲୋକ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.