ରାଜ୍ୟ

ଝାରସୁଗୁଡା: ବାର୍‌ହା ମାରି ମାଂସ ବିକ୍ରି ଅଭିଯୋଗରେ ୩ ଅଭିଯୁକ୍ତ ଗିରଫ

ଝାରସୁଗୁଡା(କେ ନ୍ୟୁଜ): ବାର୍‌ହା ହତ୍ୟା କରି ମାଂସ ବିକ୍ରି ଅଭିଯୋଗରେ ୩ ଅଭିଯୁକ୍ତ ଗିରଫ । ଝାରସୁଗୁଡା ଜିଲ୍ଲା ଲଖନପୁର ଅଞ୍ଚଳର ଶୁଶିଲ ଭୋଇ, ଚନ୍ଦ୍ରଶେଖର କାଲୋ ଏବଂ ଜନାର୍ଦନ ଭୋଇ । କରେଣ୍ଟ ଦେଇ ଅଭିଯୁକ୍ତମାନେ ବାର୍‌ହାକୁ ଶିକାର କରିଥିଲେ । ଶିକାର ପରେ କଣ୍ଡେଇକେଲାରେ ମାଂସ ବିକ୍ରି କରୁଥିବା ବେଳେ ଧରାପଡିଛନ୍ତି । ଘଟଣାର ଅଧିକ ତଦନ୍ତ କରାଯାଇ ଏଥିରେ ସମ୍ପୃକ୍ତ ଅନ୍ୟମାନଙ୍କୁ ଗିରଫ କରାଯିବ ବୋଲି ସୂଚନା ଦେଇଛନ୍ତି ବେଲପାହାଡ ବନାଂଚଳ ଅଧିକାରୀ ସୁବାଷଚନ୍ଦ୍ର ମହାପାତ୍ର ।

 

 

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

18 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

26 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

43 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago