ଯାଜପୁରରେ ଆଉ ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮କୁ ବୃଦ୍ଧି

ଯାଜପୁର: ରାଜ୍ୟରେ ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଉ ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସମସ୍ତ ସଂକ୍ରମିତ ଯାଜପୁର ଜିଲ୍ଲାର ବୋଲି ଜଣାପଡିଛି। ଫଳରେ ଯାଜପୁର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି। ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ େଓ୍ଵବ୍‌ସାଇଟ୍‌ରୁ ସୂଚନା ମିଳିଛି। ବର୍ତ୍ତମାନ ରାଜ୍ୟରେ ୮୮ଜଣ ଚିକିତ୍ସାଧୀନ ଥିବା ବେଳେ ୩୯ଜଣ ସୁସ୍ଥ ହୋଇ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.