ରାଜ୍ୟ

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍‌

ଭୁବନେଶ୍ୱର(କେନ୍ୟୁଜ୍): ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍‌ । ଏବେ ମୋଟ ୮ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଉପରମୁଣ୍ଡରେ ବର୍ଷା ପରେ ଡ୍ୟାମର ଜଳସ୍ତର ବୃଦ୍ଧି ପାଉଛି । ଫଳରେ ବାମ ପଟର ୫ଟି ଗେଟ୍‌ ଏବଂ ଡାହାଣ ପଟର ୩ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି ।

ଆଜି ଦିନ ୧୨ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୧୪.୫୬ ଫୁଟ୍‌ ରହିଛି । ଉପର ମୁଣ୍ଡରୁ ୧ ଲକ୍ଷ ୨୪ ହଜାର ୭୩୪ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୬୨ ହଜାର ୮୨୧ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।

Sonalisa

Recent Posts

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

32 seconds ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

16 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

25 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

34 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

50 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

1 hour ago