Categories: ରାଜ୍ୟ

ଅନୁଗୁଳ : ସଡକ ଦୁର୍ଘଟଣା ନେଲା ୩ ଜୀବନ, ଜଣେ ଆହତ

ଭୁବନେଶ୍ବର (କେନ୍ୟୁଜ୍) : ସଡକ ଦୁର୍ଘଟଣା ନେଲା ୩ ଜୀବନ । ଅନୁଗୁଳ ଜିଲ୍ଲାରେ ଦୁଇଟି ଭିନ୍ନ ଭିନ୍ନ ସଡକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଅନ୍ୟ ଜଣେ ଆହତ ହୋଇଛନ୍ତି । ମାଧପୁର-ବାମୁର ରାସ୍ତା ନୂଆଗାଁ ନୂଆସାହି ନିକଟରେ ଅଜଣା ଗାଡି ଧକ୍କାରେ ଦୁଇ ମୋଟର ଚାଳକଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ଜଣ ମଧ୍ୟରୁ ଜଣେ ହେଲେ ଆମସରମୁଣ୍ଡା ପଞ୍ଚାୟତ ତାଳମଳିହା ଗାଁର । ସେହିପରି ମହୀଧରପୁରରେ ରାସ୍ତା କଡରେ ବାଦାମ ବିକ୍ରି କରୁଥିବା ବୃଦ୍ଧାଙ୍କ ଉପରେ ଟ୍ରକ ଚାପିଦେବାରୁ ତାଙ୍କର ମୃତ୍ୟୁ ହୋଇଛି । ଘଟଣା ପରେ ଦୁର୍ଘଟଣା କରିଥିବା ଟ୍ରକ ଡ୍ରାଇଭର ଫେରାର ଅଛି । ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା ।

KNews Bureau

Recent Posts

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

53 seconds ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

9 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

27 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

29 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

1 hour ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

1 hour ago