୩ ପୋଲିସ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର, ଓଡ଼ିଶା ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ

କେନ୍ୟୁଜ୍ : ଅସାଧୁ ଅଫିସରଙ୍କ ପରେ ପୋଲିସ ବାବୁଙ୍କ ପାଳି। ୩ ପୋଲିସ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର। SI ବନମାଳୀ ନାୟକ, ASIବୀରବର ଲେଙ୍କା ଓ କିଶୋର ବାଗଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏହି ୩ ପୋଲିସ ଅଫିସର କ୍ଷମତାର ଅପବ୍ୟବହାର କରଥିବା ଅଭିଯୋଗ ହେବା ପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଓଡ଼ିଶା ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

odisha police

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.