କେନ୍ୟୁଜ୍(ବ୍ୟୁରୋ): ତିନି ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସୁଧାଂଶୁ ଷଡ଼ଙ୍ଗୀ, ଅରୁଣ କୁମାର ଷଡ଼ଙ୍ଗୀ ଓ ୱାଇବି ଖୁରାନିଆଙ୍କୁ ପଦୋନ୍ନତି ଦିଆଯାଇଛି। ତିନି ଅଧିକାରୀ ୧୯୯୦ ବ୍ୟାଚ୍ର ଆଇପିଏସ ଅଧିକାରୀ। ୱାଇ ବି ଖୁରାନିଆ ବର୍ତ୍ତମାନ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି। ସୁଧାଂଶୁ ଷଡ଼ଙ୍ଗୀ ବର୍ତ୍ତମାନ ରେଲୱେ ଆଣ୍ଡ କୋଷ୍ଟାଲ ସିକ୍ୟୁରିଟର ଏଡିଜି ଅଛନ୍ତି। ଅରୁଣ କୁମାର ଷଡ଼ଙ୍ଗୀ ବର୍ତ୍ତମାନ ଏଡିଜିପି ଟ୍ରେନିଂ ଏବଂ ବିଜୁ ପଟ୍ଟନାୟକ ଷ୍ଟେଟ୍ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି।
ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…
ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…
ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…
ମୟୁରଭଞ୍ଜ : ତୁଟିଲା ବିବାଦ । ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…
କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…
ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…