Categories: ରାଜ୍ୟ

ସୁକିନ୍ଦା: ବଜ୍ରାଘାତରେ ନିଆଁ ଲାଗି ୫ ପରିବାରର ୧୨ ବଖରା ଘର ପୋଡି ପାଉଁଶ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ସୁକିନ୍ଦା(କେନ୍ୟୁଜ୍) : ବଜ୍ରାଘାତରେ ପୋଡିଲା ଘର । ଗତକାଲି ମଧ୍ୟ ରାତିରେ ବଜ୍ରାଘାତରେ ନିଆଁ ଲାଗି ୫ ପରିବାରର ୧୨ ବଖରା ଘର ପୋଡି ପାଉଁଶ ହୋଇଯାଇଛି । ସୁକିନ୍ଦା ତହସିଲ ଅନ୍ତର୍ଗତ ଦୁଧଜୋରି ପଞ୍ଚାୟତ ବୋତଲଣ୍ଡା ଗାଁରେ ଘଟିଛି ଏହି ଘଟଣା । ପଡୋଶୀ ଢେଙ୍କାନାଳ ଜିଲ୍ଲା ଭୁବନ ଓ ସୁକିନ୍ଦା ଅଗ୍ନିସମ କର୍ମଚାରୀ ପହଞ୍ଚି ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି ।

KNews Bureau

Recent Posts

ବିବାହ ଷ୍ଟେଜ୍‌ରେ କନିଆଁଙ୍କୁ ଚୁମ୍ବନ ଦେଇ ହଟହଟା ହେଲେ ବର

ଉତ୍ତରପ୍ରଦେଶରୁ ସମ୍ନାକୁ ଆସିଛି ଏକ ଅଜବ ଘଟଣା । ବାହାଘର ଚାଲିଥିବା ବେଳେ କନିଆଁକୁ ଚୁମା ଦେଇ ମାଡ଼ ଖାଇଲେ…

19 mins ago

ପୋଲିସ-ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ, ୭ ହାର୍ଡ କୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ।…

41 mins ago

ଗାଈର ଡକାରରୁ ତିଆରି ହେଉଛି ହୀରା, କିପରି କାଣନ୍ତୁ…

ଆମ ସଂସ୍କୃତି, ପରମ୍ପରାରେ ଗାଈକୁ ପୂଜା କରାଯାଏ । ଗାଈ ଦେହରେ ଥାଆନ୍ତି ୩୩ କୋଟି ଦେବତା । ସେଥିପାଇଁ…

44 mins ago

୨ ହାତୀଦାନ୍ତ ଜବତ, ୧୧ ଗିରଫ

ରାଉରକେଲା : ୨ ହାତୀଦାନ୍ତ ଜବତ, ୧୧ ଗିରଫ । କୋର୍ଟ ଚାଲାଣ ହେଲେ ଗିରଫ ଅଭିଯୁକ୍ତ । ରାଉରକେଲା…

1 hour ago

ରବିବାର ସନ୍ଧ୍ୟା ସୁଦ୍ଧା ବାତ୍ୟା ନେବ ଭୀଷଣ ରୂପ, ସତର୍କତାମୂଳକ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି

ଭୁବନେଶ୍ବର : ବାତ୍ୟା ଓ ବର୍ଷା ନେଇ ସ୍ବତନ୍ତ୍ର ରିଲିଫ୍‌ କମିସନର ଜାରି କଲେ ସତର୍କ ସୂଚନା । ଏନେଇ…

2 hours ago

ମଣିଷ ଶରୀରରେ କେତେ ଉତ୍ତାପ ବହନ କରିବାର କ୍ଷମତା ରହିଛି ?

ବିଶ୍ୱର ଅନେକ ଅଞ୍ଚଳରେ ଜଳବାୟୁ ପରିବର୍ତ୍ତନ ହେତୁ ତାପମାତ୍ରା ଏତେ ବୃଦ୍ଧି ପାଇଛି ଯେ ଏହି ଉତ୍ତାପକୁ ସହ୍ୟ କରିବା…

3 hours ago