ରାଜ୍ୟ

ଆଜିଠାରୁ କୁଆପଥର ସହ ଝଡ଼ବର୍ଷା ସମ୍ଭାବନା, ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ରହିପାରେ ପବନ

କେନ୍ୟୁଜ୍(ବ୍ୟୁରୋ):  ପଶ୍ଚିମା ଝଡ଼ର ପ୍ରଭାବ । ଆଜିଠାରୁ କୁଆପଥର ସହ ଝଡ଼ବର୍ଷା ସମ୍ଭାବନା । ବିଶେଷକରି ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ।

ଏହାସହ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ । କିଛି ସ୍ଥାନରେ କୁଆପଥର ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କିଛି ଅଞ୍ଚଳରେ କୁଆପଥର ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

KNews Bureau

Recent Posts

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

5 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

16 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

24 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

40 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

49 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

57 mins ago