ରାଜ୍ୟ

କାଲି ସକାଳ ପର୍ଯ୍ୟନ୍ତ ୧୬ ଜିଲ୍ଲାରେ ବଜ୍ରପାତ ସହ ବର୍ଷା, ସତର୍କ ସୂଚନା ଜାରିକଲା ପାଣିପାଗ ବିଭାଗ

କେନ୍ୟୁଜ୍ (ବ୍ୟୁରୋ): ଓଡିଶାର ୩ଟି ଜିଲ୍ଲାରେ  ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପ୍ରବଳ ବର୍ଷା। ସତର୍କ ସୂଚନା ଜାରି କରିଛି। ଭାରତ ପାଣିପାଗ ବିଭାଗ (ଆଇଏମଡି)। ଶେଷ ସୂଚନା ମୁତାବକ ସୋମବାର ଦିନ ୮.୩୦ ମଧ୍ୟରେ  ପର୍ଯ୍ୟନ୍ତ ଓଡିଶାର କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଅଞ୍ଚଳିକ ପାଣିପାଗ ବିଭାଗ ମଧ୍ୟ  ୧୬ଟି ଜିଲ୍ଲାରେ  ବଜ୍ରପାତ ସହ ବର୍ଷା ହେବାର ଚେତାବନୀ ଦେଇଛି। ଆସନ୍ତା  ୨୪ ଘଣ୍ଟା  ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର,ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କନାଳ, ସୁନ୍ଦରଗଡ, ସମ୍ବଲପୁର, ଗଜପତି, ଗଞ୍ଜାମ, କନ୍ଧମାଳ ଜିଲ୍ଲାରେ କିଛି  ସ୍ଥାନରେ ବଜ୍ରପାତ ସହ ପବନର ବେଗ ୪୦-୫୦  କିଲୋମିଟରରେ ହେବାର ସମ୍ବାବନା ରହଛି। ଆଜି ରାଜ୍ୟର ବାଲାଙ୍ଗୀରରେ ସର୍ବାଧିକ ୪୦.୫୦ ଡିଗ୍ରୀ ସେଲସିୟସ ରୌଦ୍ରତାପର ରେକର୍ଡ କରାଯାଇଛି ।

Sasmita

Recent Posts

ଅଧା ରହିଗଲା ରଜ ମଉଜ: ଅଟୋ ବାଇକ ମୁହାଁମୁହିଁ ଧକ୍କାରେ ଝିଆରୀ ମୃତ ଦାଦା ଆହତ

ଯାଜପୁର (କେନ୍ୟୁଜ); ପହିଲି ରଜରେ ଅଘଟଣ ।  ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ନେଉଳପୁର ଛକ ନିକଟରେ ଅଟୋ…

9 mins ago

ରଜ ଖଳାରେ ଜମୁଛି ରଜ ଦୋଳି, ମହ ମହ ବାସୁଛି ପୋଡ଼ ପିଠା

ସାଲେପୁର(କେନ୍ୟୁଜ): କୁଆଁରୀଙ୍କ ପର୍ବ ହେଉଛି ରଜ ପର୍ବ । ଓଡ଼ିଶାର ଏହି ଗଣ ପର୍ବ ରଜ ପାଇଁ ଉତ୍ସବ ମୁଖର…

10 mins ago

ଦୋକାନ ଭିତରେ ମାଡିଗଲା ଟ୍ରକ: ଜଣେ ମୃତ, ୨ ଗୁରୁତର

ଆସିକା (କେନ୍ୟୁଜ): ଦୋକାନ ଭିତରେ ମାଡିଗଲା ଟ୍ରକ ।  ଜଣେ ମୃତ, ୨ ଗୁରୁତର ।  ଗୁରୁତରଙ୍କୁ ଆସିକା ଉପଖଣ୍ଡ…

31 mins ago

ରଣେନ୍ଦ୍ର ପ୍ରତାପ ସ୍ୱାଇଁ ହେବେ କାମଚଳା ବାଚସ୍ପତି, ଆଜି ରାଜଭବନରେ ନେବେ ଶପଥ

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ । ୧୯ ତାରିଖରେ ବାଚସ୍ପତି ପଦ ପାଇଁ…

1 hour ago

ଆଜିର ପେଟ୍ରୋଲ ଦର ଅପଡେଟ, ଗାଡ଼ିରେ ତେଲ ପକାଇବା ପୂର୍ବରୁ ଏଠାରେ ଚେକ କରିନିଅନ୍ତୁ

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

1 hour ago

ବାହାଘର ପାଇଁ ସୁନା କିଣିବାକୁ ଚାହୁଁଥିଲେ ନଜର ପକାନ୍ତୁ, କେତେ ରହିଛି ଆଜିର ରେଟ

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦…

1 hour ago