ରାଜ୍ୟ

ଦ୍ବାରଶୁଣୀ ଘାଟିରେ ବାଘ ବୁଲୁଥିବାର ଭିଡିଓ ଗୁଜବ, ସ୍ପଷ୍ଟ କଲା ବନ ବିଭାଗ

ବାରିପଦା: ବାଙ୍ଗିରିପୋଷି ବ୍ଲକ୍‌ ଦ୍ବାରଶୁଣୀ ଘାଟିର ପ୍ରଥମ ବାଙ୍କରେ ମହାବଳ ବାଘ । ବାଘ ବୁଲୁଥିବା ଦାବି କରି ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହେଉଥିଲା। ଭିଡିଓରେ ବାଘଟି ରାସ୍ତା ଉପରେ ବୁଲୁଥିବା ସହ,  ଜଙ୍ଗଲ ଭିତରକୁ ଯାଉ ଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ତେବେ ଏହା ଏକ ଗୁଜବ ବୋଲି ସ୍ପଷ୍ଟ କରିଛି ବନ ବିଭାଗ।

ଏହି ଭିଡିଓଟି ୨ଦିନ ହେବ ଭାଇରାଲ ହେଉଥିଲା। କିନ୍ତୁ ଏହା ଦ୍ଵାରଶୁଣୀ ଘାଟିର ଦୃଶ୍ୟ ନୁହଁ, ଅନ୍ୟ କେଉଁ ଅଞ୍ଚଳର ବୋଲି ଫରେଷ୍ଟର ଲକ୍ଷ୍ମୀଧର ବେହେରା ସ୍ପଷ୍ଟ ଭାବେ ସୂଚନା ଦେଇ କହିଛନ୍ତି। ଏହି ଗୁଜବକୁ ଜନସାଧାରଣ ବିଶ୍ଵାସ ନକରିବା ପାଇଁ ସେ ନିବେଦନ କରିଛନ୍ତି।

Sonalisa

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

7 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

9 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

49 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago