ରାଜ୍ୟ

ରାଜଧାନୀର ବରମୁଣ୍ଡା ଅଞ୍ଚଳରୁ ବାଘ ଛାଲ ଜବତ : ୩ଲକ୍ଷ ଟଙ୍କାରେ ବିକ୍ରି ପାଇଁ ଡିଲ୍‌ ଚାଲିଥିବା ବେଳେ ଅଭିଯୁକ୍ତକୁ ଗିରଫ କଲା କ୍ରାଇମବ୍ରାଞ୍ଚ STF

ଭୁବନେଶ୍ବର: ରାଜଧାନୀରୁ ବାଘ ଛାଲ ଜବତ। ବରମୁଣ୍ଡା ଅଞ୍ଚଳରୁ ବାଘ ଛାଲ ଜବତ କରିଛି କ୍ରାଇମବ୍ରାଞ୍ଚ STF। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ୩ଲକ୍ଷ ଟଙ୍କାରେ ବାଘ ଛାଲ ବିକ୍ରି ପାଇଁ ଡିଲ୍‌ ଚାଲିଥିବା ବେଳେ ଅଭିଯୁକ୍ତକୁ ଗିରଫ କରିଛି STF।

ବାଇକ ଡିକିରେ ବାଘଛାଲ ଆଣିଥିଲା । ଅଭିଯୁକ୍ତ ପ୍ରଶାନ୍ତ ନାୟକର ଘର ମୟୁରଭଞ୍ଜ ଜିଲ୍ଲାରେ। ବାଘଟିକୁ ଗୁଳି କରି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତାର ବୟସ ୫ରୁ ୭ବର୍ଷ ମଧ୍ୟରେ ହେବ। ଏହି ଚୋରା ଚାଲାଣ ରାକେଟ୍‌ କେତେ ଦୂର ଲମ୍ବିଛି ସେନେଇ ପଚରା ଉଚରା କରୁଛି STF। ପ୍ରଶାନ୍ତ ଭୁବନେଶ୍ୱର ସ୍ଥିତି ଏକ ବେସରକାରୀ ବିଶ୍ୱବିଦ୍ୟାଳୟରେ ଡ୍ରାଇଭର୍‌ ଭାବେ କାମ କରେ ବୋଲି ଏସ୍‌ଟିଏଫ୍‌ ସୂଚନାରୁ ଜଣାପଡ଼ିଛି ।

Sonalisa

Recent Posts

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ଦେହାନ୍ତ, ଦୁଃଖ ବ୍ୟକ୍ତ କଲେ ସିଏମ୍‌ ଯୋଗୀ

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…

5 mins ago

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

19 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

24 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

55 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

1 hour ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

3 hours ago