ଅନୁଗୁଳ(କେନ୍ଯୁଜ୍) : ବାନ୍ଧବଗଡ଼ ଫେରିଯିବ ବାଘୁଣୀ। ସାତକୋଶିଆରେ ବାଘୁଣୀ ସୁନ୍ଦରୀକୁ ଟ୍ରାଙ୍କୁଲାଇଜ କରି କାବୁ କରାଯିବ । ଡେରାଡୁନ୍ର ସ୍ୱତନ୍ତ୍ର ଟିମ୍ ଦ୍ୱାରା ଟ୍ରାଙ୍କୁଲାଇଜ୍ କରାଯିବ। ଏହାପରେ ତାକୁ ପୁଣି ନିଜ ଘରକୁ ଫେରାଇ ନିଆଯିବ। ଏନେଇ ମଧ୍ୟପ୍ରଦେଶ ସରକାରଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର। ସାତକୋଶିଆ ଅଭୟାରଣ୍ୟର ହାତୀବାରି ଗାଁ ମୁଣ୍ଡ ପୋଖରୀରେ ଗାଧୋଉଥିବା ବେଳେ କୈଳାସୀ ସାଏଙ୍କୁ ବାଘୁଣୀ ସୁନ୍ଦରୀ ମାରି ଦେଇଥିବା ଅଭିଯୋଗ ହୋଇଥିଲା । ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ଯରେ ଉତ୍ତେଜନା ପ୍ରକାଶ ପାଇଥିଲା।
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…