ରାଜ୍ୟ

ନୂଆପଡ଼ାରେ ପୁଣି ବାଘ ଆତଙ୍କ, ବାଛୁରିକୁ ମାରିି ଖାଇଲା

ନୂଆପଡା (କେନ୍ୟୁଜ): କେଇ ଦିନ କମିଲା ପରେ ଏବେ ପୁଣି ବାଘ ଆତଙ୍କ। ନୂଆପଡ଼ା ଜିଲା ସଦର ବ୍ଲକ ଆମାନାରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ବ୍ରାହ୍ମଣୀ ଗାଁରେ କଲରାପତରିଆ ବାଘ ଆତଙ୍କ । ବ୍ରାହ୍ମଣୀ ଗାଁର ଅଗିନ ରାଉତଙ୍କ ବାଛୁରୀ ଗାଁ ନିକଟସ୍ଥ ଜଙ୍ଗଲକୁ ଚରିବାକୁ ଯାଇଥିବାବେଳେ ବାଘ ଆକ୍ରମଣର ଶିକାର ହୋଇଥିଲା। ଖବରପାଇ ନୂଆପଡା ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି ।

ଗତ ଏପ୍ରିଲ ୧୬ ତାରିଖରେ ଧରମବନ୍ଧା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ସିଲିଆରିବାହରା ଗାଁ ନିକଟରୁ ବନବିଭାଗ ଗୋଟିଏ କଲରାପତରିଆ ବାଘକୁ ଅସୁସ୍ଥ ଅବସ୍ଥାରେ ଉଦ୍ଧାର କରିଥିଲା। ଏହାପରେ ନୂଆପଡା ବନବିଭାଗ କାର୍ଯ୍ୟାଳୟକୁ ଆଣି ବାଘର ଚିକିତ୍ସା କରାଯାଉଛି। ଏବେ ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ଆସିଥିବା କହିଛନ୍ତି ନୂଆପଡ଼ା ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ।

Barsha

Recent Posts

Realme ଲଞ୍ଚ କଲା ବଢ଼ିଆ ଫୋନ, ଦାମ ସହ ଫିଚର୍ସ ରହିଛି ଦମଦାର

Realme ଏକ ବଜେଟ୍ ଫ୍ରେଣ୍ଡଲି ସ୍ମାର୍ଟଫୋନ୍ ଲଞ୍ଚ କରିଛି । Realmeର ଏହି ବଜେଟ୍ ସ୍ମାର୍ଟଫୋନ୍ ସି ସିରିଜରେ ଲଞ୍ଚ…

17 mins ago

ପଛପଟୁ ଧକ୍କା ଦେଲା ବାଇକ, ବୃଦ୍ଧଙ୍କ ମୃତ୍ୟୁ

କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା କୁଦାନଗରି ଥାନା ଗୌଡଗାଁରେ ବାଇକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ…

59 mins ago

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ, ଡ୍ରାଇଭର ମୃତ

ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…

1 hour ago

ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର

ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…

2 hours ago

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

2 hours ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

2 hours ago