ରାଜ୍ୟ

ଓଲଟିଲା ଟିଟିଲାଗଡରୁ ଦୁଇ ନିଖୋଜ ଛାତ୍ରଙ୍କୁ ନେଇ ଫେରୁଥିବା କାର, ସମସ୍ତେ ସୁରକ୍ଷିତ

ଭୁବନେଶ୍ୱର (କେନ୍ୟୁଜ): ଟିଟିଲାଗଡରୁ ଦୁଇ ନିଖୋଜ ନାବାଳକଙ୍କୁ ନେଇ ଆସୁଥିବା ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦଶପଲ୍ଲା ବାଣୀଗୋଛା ମୁଖ୍ୟ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହେବା ପରେ ଆହତଙ୍କୁ ନିକଟସ୍ଥ ମେଡିକାଲ୍ ନିଆଯାଇଥିବା ସୂଚନା ମିଳିଛ। ସେଠାରେ ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଭୁବନେଶ୍ବର ଅଣାଯାଉଛି।

ଗତକାଲି ଭୁବନେଶ୍ୱରରୁ ନିଖୋଜ ହୋଇଥିବା ଦୁଇ ନାବାଳକ ଛାତ୍ର ଟିଟିଲାଗଡରୁ ଠାବ ହୋଇଥିଲେ । ଏହି ଦୁଇ ଛାତ୍ର ରାଜଧାନୀର ଏକ ଘରୋଇ ସ୍କୁଲର । ଛାତ୍ର ନିଖୋଜ ହୋଇଥିବା ନେଇ ତାଙ୍କ ପରିବାର ଲୋକେ ଏତଲା ଦେଇଥିଲେ । ଚନ୍ଦକା ପୋଲିସର ଟିମ୍ ଟିଟିଲାଗଡ ଯାଇ ପିଲାଙ୍କୁ ଉଦ୍ଧାର କରି ଫେରୁଥିବା ବେଳେ ତାଙ୍କ ଗାଡ଼ି ଦୁର୍ଘଟଣଶଗ୍ରସ୍ତ ହୋଇଥିଲା ।

ଦଶମ ଶ୍ରେଣୀର ଛାତ୍ର ପୃଥ୍ଵୀରାଜ ପ୍ରଧାନ ଓ ସୋନୁ କୁମାର ସ୍କୁଲ ଆସିଥିଲେ । ହେଲେ ଘରକୁ ଫେରି ନଥିଲେ ଦୁଇ ନାବାଳକ। ସକାଳୁ ରାତି ଯାଏ ଖୋଜିଖୋଜି କରି ନୟାନ୍ତ ହେଲେ ଦୁଇ ନାବାଳକଙ୍କ ବାପା ମାଆ ଓ ପରିବାର ଲୋକେ। ଏନେଇ ସ୍ଥାନୀୟ ଚନ୍ଦକା ଥାନରେ ବାପା ମାଆ ଅଭିଯୋଗ କରିଥିଲେ।

Barsha

Recent Posts

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

10 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

20 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

29 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

45 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

54 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

1 hour ago