ରାଜ୍ୟରେ ଆହୁରି କଲବଲ କରିବ ତାତି, ୪୧ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ

ଭୁବନେଶ୍ବର(କେନ୍ୟୁଜ): ରାଜ୍ୟରେ ଆହୁରି କଲବଲ କରିବ ତାତି। ସ୍ୱାଭାବିକଠାରୁ ୩ରୁ ୪ଡିଗ୍ରୀ ବଢିବ ପାରଦ । ବିଶେଷକରି ଆଭ୍ୟନ୍ତରୀଣ ଡ଼ିଶାରେ ୪୪ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇପାରେ। ସେହିପରି ଉପକୂଳ ଓଡ଼ିଶାରେ ମଧ୍ୟ ସ୍ୱାଭାବିକଠାରୁ ୨ଡିଗ୍ରୀ ତାପମାତ୍ରା ବଢିପାରେ।

ପଶ୍ଚିମ ଓଡ଼ିଶାରେ ପାରା ୪୫ଡିଗ୍ରୀ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ୫ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା। ୪୧ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ବଲାଙ୍ଗିରରେ ୪୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.