ଟିଟିଲାଗଡ଼ (କେନ୍ୟୁଜ୍) : ଟିଟିଲାଗଡ଼ ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବିରେ ଟିଟିଲାଗଡ଼ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଦୋକାନ, ବଜାର ବନ୍ଦ ରହିବା ସହ ଗାଡି ଚଳାଚଳ ଠପ୍ ହୋଇଯାଇଛି। କ୍ରିୟାନୁଷ୍ଠାନ କମିଟିର ସଦସ୍ୟମାନେ ସକାଳୁ ସକାଳୁ ପିକେଟିଂ କରି ରାସ୍ତାରୋକ କରିଛନ୍ତି। ଫଳରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ପୂର୍ବରୁ ୯୫ଦିନ ହେଲାଣି ଟିଟିଲାଗଡ଼ କ୍ରିୟାନୁଷ୍ଠାନ କମିଟି ସମସ୍ତ ସରକାରୀ କାର୍ୟ୍ୟାଳୟକୁ ତାଲା ପକାଇ ବନ୍ଦ କରିବା ସହ ଧାରଣାରେ ବସିଛନ୍ତି।
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…