ଜିଲ୍ଲା ମାନ୍ୟତା ଦାବି, ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି । ଆଜିର ଏହି ବନ୍ଦ ରେ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ସରକାରୀ କର୍ଯ୍ୟାଳୟ ବନ୍ଦ ରହିଛି ଗାଡି ମଟର ଚଳାଚଳ ମଧ୍ୟ ବନ୍ଦ ରହିଛି ।

କଣ୍ଟାବାଞ୍ଜି (କେନ୍ୟୁଜ): ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ। ସ୍ବତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ବନ୍ଦ ଡାକରା ଯୋଗୁ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, SCHOOL, କଲେଜ ଓ ସରକାରୀ କର୍ଯ୍ୟାଳୟ ବନ୍ଦ ରହିଛି । ଠପ୍ ହୋଇଯାଇଛି ଗାଡି ମୋଟର ଚଳାଚଳ । ସ୍ଥାନୀୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତା ମାନେ ରସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଆଜିର ଏହି ବନ୍ଦ ଡାକରାରେ ସହରର ୩୦ ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି ।

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.