କ୍ଷତିଗ୍ରସ୍ତ ଚାଷୀଙ୍କୁ ଫସଲ ବୀମା ରାଶି ପ୍ରଦାନ ଦାବିରେ ଆଜି ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ ଡାକରା

ଦେବଗଡ଼(କେନ୍ୟୁଜ୍): ଦେବଗଡ଼ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ । ମିଳିଥିବା ସୂଚନା ମୁତାବକ, କ୍ଷତିଗ୍ରସ୍ତ ଚାଷୀଙ୍କୁ ଫସଲ ବୀମା ରାଶି ପ୍ରଦାନ ଦାବିରେ ବନ୍ଦ ପାଳନ କରାଯାଉଛି। ଦେବଗଡ଼ ଜିଲ୍ଲା କୃଷକ ସଂଘର୍ଷ ସଂଘ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.