Below header

ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଗିରଫ ପ୍ରତିବାଦରେ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ

ଦେବଗଡ଼(କେନ୍ୟୁଜ): ବିଜେପି ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଗିରଫ ପ୍ରତିବାଦରେ ଦେବଗଡ଼ ବନ୍ଦ। ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛି ବିଜେପି। କର୍ମୀମାନେ ପିକେଟିଂ କରି ଦୋକାନ ବଜାର ଓ ସରକାରୀ ଅଫିସ ବନ୍ଦ କରିଛନ୍ତି।

ଗାଡି ଚଳାଚଳ ମଧ୍ୟ ସଂପୂର୍ଣ୍ଣ ଠପ୍‌ ହୋଇଯାଇଛି। ତିଳେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହୋଇଛନ୍ତି ସୁବାସ ପାଣିଗ୍ରାହୀ। ଗିରଫ ପରେ ୭ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ହତ୍ୟା ଉଦ୍ୟମ ସମେତ ବିଭିନ୍ନ ଦଫାରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି ପୋଲିସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.