Below header

ଗତ ୨୪ ଘଣ୍ଟାରେ ୮୫୩ ଜଣ ସଂକ୍ରମିତ, ଆଉ ୬୬ ଆକ୍ରାନ୍ତଙ୍କ ମୃତ୍ୟୁ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ହଜାରେ ତଳେ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୮୫୩ ଜଣ ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ଭିତରେ ୧୮ ବର୍ଷ ବୟସ ମଧ୍ୟରେ ଅଛନ୍ତି ୧୦୦ଜଣ । ଖୋର୍ଦ୍ଧାରୁ ସର୍ବାଧିକ ୨୮୬, କଟକରୁ ଚିହ୍ନଟ ହୋଇଛନ୍ତି ୧୪୦ ନୂଆ ଆକ୍ରାନ୍ତ । ଅନ୍ୟ ସମସ୍ତ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ ।

୨୪ ଘଣ୍ଟାରେ ୬୭ ହଜାର ୮୩୪ କୋଭିଡ୍‌ ଟେଷ୍ଟିଂ ହୋଇଛି । ପଜିଟିଭ ହାର ରହିଛି ୧.୨୫ ପ୍ରତିଶତ । ରାଜ୍ୟରେ ଆଉ ୬୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏବେ ଆକ୍ଟିଭ୍‌ କେସ୍‌ ରହିଛି ୯ ହଜାର ୩୦୨ । .

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.