ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ମହାପ୍ରଭୁଙ୍କର ହେବ ମହାସ୍ନାନ

ପୁରୀ: ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି ସମ୍ପନ୍ନ କରିବେ ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ଦେଶୀୟ ରଙ୍ଗରେ ମହାପ୍ରଭୁଙ୍କ ଶ୍ରମୁଖ ଶୃଙ୍ଗାର କରାଯିବ । ପ୍ରାୟ ୪ ଘଣ୍ଟା ଧରି ନୀତିକାନ୍ତି କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବାର ପରମ୍ପରା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.