ରାଜ୍ୟ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରଶାସନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ।

ହିଙ୍ଗୁଳ,ହରିତାଳ , କସ୍ତୁରୀ , ନାଲି , ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପପଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନରେ ପ୍ରାୟ ୪ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

Sonalisa

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଦ୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

13 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

22 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

57 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago