Below header

ଆଜି ଲୌହମାନବ ସର୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ବାରା ବାଲୁକା କଳା

ପୁରୀ: ଆଜି ଲୌହମାନବ ସର୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ଶତବାର୍ଷିକୀ । ଏହି ଦିବସକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଏ।

ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ସ୍ବର୍ଣ୍ଣାଭ ବେଳାଭୂମିରେ ଏକ ବାଲୁକା କଳା ନିର୍ମାଣ କରିଛନ୍ତି ।ବାଲୁକା କଳା ସ୍ଥାପତ୍ୟରେ ସେ ସର୍ଦାର ବଲ୍ଲଭଭାଇଙ୍କ ଫଟୋଚିତ୍ର ସ୍ଥାନିତ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.