ରାଜ୍ୟ

ସମାଧାନ ହୋଇପାରୁନି ବିବାଦ, ବାଧ୍ଯ ହୋଇ ଆଜି ଚାଉଳିଆଗଞ୍ଜ ବନ୍ଦ ଡାକରା ଦେଇଛନ୍ତି ସ୍ଥାନୀୟ ବାସିନ୍ଦା

କଟକ: ଆଜି ଚାଉଳିଆଗଞ୍ଜ ବନ୍ଦ। କଟକ ଓଏମ୍‌ପି ଛକସ୍ଥିତ ପୋଲିସ୍‌ କଲୋନୀକୁ ଖାଲି କରି ସେଠାରେ ବସ୍ତି ବାସିନ୍ଦାଙ୍କୁ ଥଇଥାନ କରିବାକୁ ନେଇ ଚାଲିଥିବା ବିବାଦର ହୋଇପାରୁନି ସମାଧାନ । କେନ୍ଦ୍ରାଞ୍ଚଳ ଆରଡିସିଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ଗତକାଲି କୌଣସି ନିଷ୍କର୍ସ ବାହାରି ନପାରିବାରୁ, ଆଜି ଚାଉଳିଆଗଞ୍ଜ ବନ୍ଦ ଡାକରା ଦେଇଛନ୍ତି ସ୍ଥାନୀୟ ବାସିନ୍ଦା । ଫଳରେ ଆଜି ସକାଳୁ ଚାଉଳିଆଗଞ୍ଜର ସମସ୍ତ ଦୋକାନ, ବଜାର ବନ୍ଦ ରହିଛି।

ସୂଚନା ମୁତାବକ, ଗତକାଲି କେନ୍ଦ୍ରାଞ୍ଚଳ ଆରଡିସି ଅନୀଲ ସାମଲଙ୍କ ନେତୃତ୍ୱରେ ହୋଇଥିବା ବୈଠକରେ ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା। କିନ୍ତୁ କୌଣସି ସମାଧାନର ରାସ୍ତା ବାହାରି ନ ଥିଲା । ଫଳରେ ଆଜି ଚାଉଳିଆଗଞ୍ଜ ବନ୍ଦ ପାଳନ କରାଯାଇଛି ।

Sonalisa

Recent Posts

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

4 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

6 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

14 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

39 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

48 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago