ମାଲକାନଗିରି: ସ୍ୱାଭିମାନ ଅଞ୍ଚଳର ଲୋକଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ। ସକାଳ ସାଢେ ୧୧ଟାରେ ଟେଲିଫୋନ ଯୋଗେ ଲୋକଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଞ୍ଚଳର ବିକାଶ କାମର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ। ଏହା ସହ ୯ଟି ପଞ୍ଚାୟତର ପ୍ରତ୍ୟେକ ବ୍ୟକ୍ତିଙ୍କୁ ମୋବାଇଲ ଫୋନ୍ ବଣ୍ଟନ କରିବେ।
କ୍ରୀଡା ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା ଯନ୍ତାପାଇଠାରେ ୬ହଜାର ୯୧୩ଜଣଙ୍କୁ ମୋବାଇଲ ଦେବେ। ମନ୍ତ୍ରୀଙ୍କ ସହ ନବରଙ୍ଗପୁର ସାଂସଦ ରମେଶ ମାଝି, ଚିତ୍ରକୋଣ୍ଡା ବିଧାୟକ ଯୋଗ ଦେବେ। ଗୁରୁପ୍ରିୟା ସେତୁ ଉଦ୍ଘାଟନ ପରେ ବାଲିମେଳା ଜଳଭଣ୍ଡାର ଆରପଟେ ଥିବା ୯ଟି ପଞ୍ଚାୟତର ସାମାଜିକ ଓ ଅର୍ଥନୈତିକ ବିକାଶ ପାଇଁ ସରକାର ଅନେକ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ତେବେ ଏସବୁ ଯୋଜନା କେତେ ସଫଳ ହୋଇଛି ସେନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…