ଆଜି ଦିନିକିଆ ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ, କରିଛନ୍ତି ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଶୁଭ ଉଦଘାଟନ

ଗଞ୍ଜାମ(କେନ୍ଯୁଜ୍) : ଦିନିକିଆ ଗଂଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶେରଗଡ଼ରେ ପହଞ୍ଚି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି । ଶିଳ୍ପ ତାଲିମ୍‌ କେନ୍ଦ୍ର, ଦକ୍ଷତା ବିକାଶ କେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି ।

xx ୧୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଡିଆରଡିଏ କୋଠା ଉଦଘାଟନ କରିଛନ୍ତି । ସେହିପରି ବିଜୁ ପକ୍କା ଘର ଯୋଜନାରେ ଘର ବଣ୍ଟନ ମୁଖ୍ୟମନ୍ତ୍ରୀ । ଏଥିସହ ଶେରଗଡ଼ରେ ଆମ ଗାଁ ଆମ ବିକାଶ କାର୍ଯ୍ଯକ୍ରମ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.