Categories: ରାଜ୍ୟ

ଆଜି ଦିନିକିଆ ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ, କରିଛନ୍ତି ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଶୁଭ ଉଦଘାଟନ

ଗଞ୍ଜାମ(କେନ୍ଯୁଜ୍) : ଦିନିକିଆ ଗଂଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶେରଗଡ଼ରେ ପହଞ୍ଚି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି । ଶିଳ୍ପ ତାଲିମ୍‌ କେନ୍ଦ୍ର, ଦକ୍ଷତା ବିକାଶ କେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି ।

୧୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଡିଆରଡିଏ କୋଠା ଉଦଘାଟନ କରିଛନ୍ତି । ସେହିପରି ବିଜୁ ପକ୍କା ଘର ଯୋଜନାରେ ଘର ବଣ୍ଟନ ମୁଖ୍ୟମନ୍ତ୍ରୀ । ଏଥିସହ ଶେରଗଡ଼ରେ ଆମ ଗାଁ ଆମ ବିକାଶ କାର୍ଯ୍ଯକ୍ରମ କରିଛନ୍ତି ।

KNews Bureau

Recent Posts

ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର

ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…

7 mins ago

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

14 mins ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

30 mins ago

କରମଣ୍ଡଳ ରେଳ ଦୁର୍ଘଟଣା: ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଯାଉଛି ଲୋମ

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩  ଜୁନ୍ ୨ ଶୁକ୍ରବାର, ସମୟ…

49 mins ago

ସରିଲା ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ରାଜ୍ୟରେ ମତଦାନ ହାର ୭୦.୬୭% ରହିଛି

ଭୁବନେଶ୍ୱର (କେନ୍ୟୁଜ): ଷ୍ଟ୍ରଙ୍ଗ ରୁମରେ ଇଭିଏମ୍ । ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଇଭିଏମରେ ସିଲ ହୋଇଛି…

1 hour ago

ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି ।  ପଶ୍ଚିମ ଓଡ଼ିଶାରେ…

1 hour ago