ଅକ୍ଷୟା ତୃତୀୟାରେ ଚାଷୀଙ୍କୁ ମିଳିବ ‘କାଳିଆ’ ଟଙ୍କା, ଚାଷୀଙ୍କୁ ୮୦୦ କୋଟି ଟଙ୍କା ପ୍ରଦାନ କରିବେ ରାଜ୍ୟ ସରକାର

ଭୁବନେଶ୍ବର(କେନ୍ୟୁଜ୍) : ଅକ୍ଷୟ ତୃତୀୟାରେ ପୁଣି ମିଳିବ କାଳିଆ ଟଙ୍କା । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ପ୍ରଦାନ କରିବେ । ଅକ୍ଷୟା ତୃତୀୟ ଅବସରରେ ଚାଷୀଙ୍କୁ ମିଳିବ କାଳିଆ ଯୋଜନାରେ ଆର୍ଥିକ ସହାୟତା । ୪୦ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏଥିରେ ସହାୟତା ପାଇବେ ।

୮୦୦ କୋଟି ଟଙ୍କା ପ୍ରଦାନ କରାଯିବ । ବର୍ଷକୁ ଦୁଇଥର କାଳିଆ ଯୋଜନାରେ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ପ୍ରଦାନ କରାଯାଉଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.