ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦୋଳ ଉତ୍ସବ, ସୁନାବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ(କେନ୍ଯୁଜ୍): ପବିତ୍ର ଦୋଳ ପୂର୍ଣ୍ଣିମା । ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦୋଳ ଉତ୍ସବ ପାଳିତ ହେବ । ଶ୍ରୀଜିଉଙ୍କ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଭୂଦେବୀ ଓ ଶ୍ରୀଦେବୀ ମଣି ବିମାନରେ ବସି ଦୋଳବେଦୀକୁ ଆସିବା ସହ ଭକ୍ତ ଓ ସେବାୟତଙ୍କ ସହ ମିଶି ଫଗୁ ଖେଳିବେ । ତେବେ ପରମ୍ପରା ଅନୁସାରେ ଆଜି ଶ୍ରୀଜିଉ ସୁନାବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.