କେନ୍ୟୁଜ୍: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଗାଁଠୁ ସହର ଉତ୍ସବ ମୁଖର। ଜମୁଛି ଦୋଳ ମେଲଣ। ସାହିକୁ ସାହି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳୁଛନ୍ତି ଦୋଳ ଗୋବିନ୍ଦ। ଭକ୍ତ ଭଗବାନଙ୍କ ମିଳନ ହେବ।
ଏହି ଅବସରରେ ଅନେକ ସ୍ଥାନରେ ବାଡିଖେଳ ପରମ୍ପରା ମଧ୍ୟ ରହିଛି। ଗତ ଦୁଇ ବର୍ଷ ହେବ କରୋନା କଟକଣା ଯୋଗୁ ଫିକା ପଡିଥିଲା ଦୋଳ ଉତ୍ସବ। ଏଥର କିନ୍ତୁ କରୋନା କଟକଣା ନଥିବାରୁ ଧୁମ୍ଧାମ୍ରେ ପାଳନ ହେଉଛି ଉତ୍ସବ।
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…
ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…
ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…