ରାଜ୍ୟ

ଆଜି ଗୁଡ୍‌ ଫ୍ରାଇଡେ: ଭୁନେଶ୍ୱର ଓ କଟକ ସମେତ ବିଭିନ୍ନ କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚ ଗୁଡିକରେ ଚାଲୁଛି କାର୍ଯ୍ୟକ୍ରମ

ଭୁନେଶ୍ୱର(କେନ୍ୟୁଜ): ଆଜି ଗୁଡ୍‌ ଫ୍ରାଇଡେ । ପ୍ରଭୁ ଯୀଶୁଙ୍କ ଉପାସନା ପାଇଁ ଚର୍ଚ୍ଚରେ ପ୍ରସ୍ତୁତି । ଆଜି ଭୁନେଶ୍ୱର ଓ କଟକ ସମେତ ବିଭିନ୍ନ କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚ ଗୁଡିକରେ ଖ୍ରୀଷ୍ଟ ଧର୍ମାବଲମ୍ବୀ ମାନେ ଏକାଠି ହୋଇ ଯୀଶୁଙ୍କୁ ସ୍ମରଣ କରୁଛନ୍ତି । ସକାଳୁ ସଂଧ୍ୟା ଯାଏ ଚାଲିବ କାର୍ଯ୍ୟକ୍ରମ ।

ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଚର୍ଚ୍ଚ ଗୁଡିକରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆଜି ଦିନରେ ପ୍ରଭୁ ଯୀଶୁ କୃଶବିଦ୍ଧ ହୋଇଥିଲେ । ପୃଥିବୀରୁ ପାପ ନାଶ ପାଇଁ ଯୀଶୁ ବଳିଦାନ ଦେଇଥିଲେ । ଏହି ଦିନକୁ ସ୍ମରଣୀୟ କରିବା ପାଇଁ ଗୁଡ ଫ୍ରାଇଡେ ପାଳନ କରାଯାଏ ।

Sonalisa

Recent Posts

ଦାରିଙ୍ଗବାଡ଼ି: ବଜ୍ରାଘାତରେ ୪ ଗୋରୁ ମୃତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ  ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…

7 hours ago

କାଳବୈଶାଖୀର କରାଳ ରୂପ, ବଜ୍ରାଘାତ ନେଲା ୧୨ ଗାଇଙ୍କ ଜୀବନ

ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…

7 hours ago

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

8 hours ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

9 hours ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

10 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

10 hours ago