ଆଜି ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର(କେନ୍ଯୁଜ୍): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅପରାହ୍ନ ୫ଟାରେ ବସିବ ବୈଠକ । ବୈଠକରେ ୧୪ଟି ପ୍ରସ୍ତାବ ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି ।

ରାଜ୍ୟର ଭିତ୍ତିଭୂମି ବିକାଶ, କ୍ରୀଡା ଭିତ୍ତିଭୂମି ଉନ୍ନୟନ, କ୍ୟାଡର ରୁଲ ସଂଶୋଧନ ସମ୍ପର୍କୀତ ଏକାଧିକ ପ୍ରସ୍ତାବ ଆସିପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.