ଆଜି ରଙ୍ଗର ପର୍ବ ହୋଲି, ଗାଁଠୁ ଆରମ୍ଭ କରି ସହର ସବୁଠି ଉତ୍ସବର ମାହୋଲ

ଭୁବନେଶ୍ବର: ଆଜି ରଙ୍ଗର ପର୍ବ ହୋଲି । ଗାଁଠୁ ଆରମ୍ଭ କରି ସହର ସବୁଠି ଉତ୍ସବର ମାହୋଲ । ପରସ୍ପରକୁ ରଙ୍ଗ ବୋଳି ହୋଲି ପାଳନ କରୁଛନ୍ତି । ରଙ୍ଗର ରଙ୍ଗୀନ୍ ସମସ୍ତେ । ବିଶେଷକରି ହର୍ବାଲ ହୋଲି ଖେଳିବାକୁ ସମସ୍ତେ ପସନ୍ଦ କରୁଛନ୍ତି । ଏହାସହ କିଛି କିଛି ସ୍ଥାନରେ ବୋଜିଭାତର ମଧ୍ୟ ଆୟୋଜନ କରାଯାଇଛି ।

 

 

Also read: ଓଲିଉଡ କଳାକାରଙ୍କ ସହ ହୋଲି ଖେଳିଲେ କିସ୍ ଛାତ୍ରଛାତ୍ରୀ