ରାଜ୍ୟ

ପଞ୍ଚାୟତ ନିର୍ବାଚନ ଲାଗି ଆଜି ନାମାନଙ୍କନ ଦାଖଲର ଅନ୍ତିମ ଦିନ, ଆସନ୍ତାକାଲି ଯାଞ୍ଚ ହେବ ପ୍ରାର୍ଥିପତ୍ର

ଭୁବନେଶ୍ବର(କେନ୍ଯୁଜ୍): ପଞ୍ଚାୟତ ନିର୍ବାଚନ ଲାଗି ଆଜି ନାମାନଙ୍କନ ଦାଖଲର ଅନ୍ତିମ ଦିନ। ଗତ ୪ ଦିନରେ ୧୭୩୦ ଜଣ ଜିଲ୍ଲା ପରିଷଦ ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେହିପରି ପଞ୍ଚାୟତ ସମିତି ସଭ୍ୟ ଲାଗି ୧୫ ହଜାର ୫୮୩, ସରପଞ୍ଚ ପଦ ଲାଗି ୨୦ ହଜାର ୪୫୭ ଏବଂ ୯୫ହଜାର ୮୧୪ ଜଣ ୱାର୍ଡ ମେମ୍ବର ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ଗତକାଲି ଚତୁର୍ଥ ଦିନରେ ମୋଟ ୫୮ ହଜାର ୫୮୮ ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେଥିରୁ ଜିଲ୍ଲା ପରିଷଦ ପାଇଁ ପ୍ରାର୍ଥୀ ସଂଖ୍ୟା ସହିଛି ୧ ହଜାର ୧୮୨। ପଞ୍ଚାୟତ ସମିତି ସଭ୍ୟ ପାଇଁ ୭ ହଜାର ୮୩୨, ସରପଞ୍ଚ ପଦବୀ ପାଇଁ ୮୮୪୨ ଏବଂ ୱାର୍ଡମେମ୍ବର ପାଇଁ ୪୦ ହଜାର ୭୩୨ ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆସନ୍ତାକାଲି ପ୍ରାର୍ଥିପତ୍ର ଯାଞ୍ଚ ହେବ । ୨୫ ତାରିଖ ପ୍ରତ୍ୟାହାର ପରେ ପ୍ରକାଶ ପାଇବ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ।

Sonalisa

Recent Posts

ଲଞ୍ଚ ହେବ Motorola Moto G85, ୟୁଜରଙ୍କୁ ପସନ୍ଦ ଆସିବ କର୍ଭଡ୍‌ ସ୍କ୍ରିନ୍‌ ସରଫେସ୍‌

Motorola Moto G85 ଖୁବ୍ ଶୀଘ୍ର ଭାରତରେ ଲଞ୍ଚ ହେବାକୁ ଯାଉଛି ଏବଂ ସ୍ମାର୍ଟଫୋନର ରେଣ୍ଡରଗୁଡିକ ସାମ୍ନାକୁ ଆସିଛି ।…

1 min ago

ଭୁବନେଶ୍ବରରୁ ସିଧା ମାଲେସିଆ, ସପ୍ତାହରେ ଚାରି ଦିନ ଉଡ଼ିବ ବିମାନ

ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବରରୁ ସିଧାସଳଖ କୁଆଲାଲମ୍ପୁରକୁ ଉଡ଼ିଲା ବିମାନ। ଗତକାଲି ରାତିରୁ ବିମାନ ସେବା ଆରମ୍ଭ ହୋଇଛି । ଏୟାର…

2 mins ago

ମହାକାଳପଡ଼ା: ଗାତରେ ଫସିଗଲା ବଉଳା କୁମ୍ଭୀର

ମହାକାଳପଡ଼ା (କେନ୍ୟୁଜ): ଗାତରେ ଫସିଗଲା ବଉଳା କୁମ୍ଭୀର ।  ନିର୍ମାଣାଧୀନ ସେତୁର ଗର୍ତ୍ତରେ ଫସି ଯାଇଛି କୁମ୍ଭୀର ।  କେନ୍ଦ୍ରାପଡା…

16 mins ago

ଜୁନରୁ ଆରମ୍ଭ ଯୁକ୍ତ ତିନି ନାମଲେଖା ପ୍ରକିୟା, ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ୱର (କେନ୍ୟୁଜ): ଯୁକ୍ତ ତିନି ନାମ ଲେଖା ପାଇଁ ଜୁନ୍ ପ୍ରଥମ ସପ୍ତାହରୁ କରିପାରିବେ ଆବେଦନ । ଅନଲାଇନ୍ ଜରିଆରେ…

24 mins ago

ପତ୍ନୀ ହୋଇ ରହିଲେ ମାସକୁ ୫ ହଜାର ଟଙ୍କା ଦେବି, ବୋହୂକୁ ଏମିତି ଅଫର ଦେଲା ଶଶୁର

ପତ୍ନୀ ହୋଇ ରହିଲେ ମାସକୁ ୫ ହଜାର ଟଙ୍କା ଦେବି । ଶଶୁରଙ୍କ ଏଭଳି କଥାରେ ଥାନାରେ ପହଞ୍ଚିଛି ବୋହୂ…

45 mins ago

ଯୁବକ ଗିଳିଦେଲେ ଛୁଞ୍ଚି, ଲୁହା କଣ୍ଟା ଓ ନଟ-ବୋଲ୍ଟ, ମାନସିକ ସ୍ତରରେ ଦୁର୍ବଳ ହୋଇ କଲେ ଏମିତି କାଣ୍ଡ

ରାଜସ୍ଥାନ ଜୟପୁରସ୍ଥିତ ଏସଏମଏସ ସରକାରୀ ଡାକ୍ତରଖାନାର ଡାକ୍ତରମାନେ ଲେପ୍ରୋସ୍କୋପି ସାହାଯ୍ୟରେ ଜଣେ ଯୁବକଙ୍କର ଅପରେସନ୍ କରିଛନ୍ତି ଏବଂ ଯୁବକଙ୍କ ପେଟରୁ…

46 mins ago