ରାଜ୍ୟ

ଶ୍ରୀ ଜଗନ୍ନାଥଙ୍କ ରଥ ନିର୍ମାଣର ଆଜି ଦ୍ୱିତୀୟ ଦିନ, ସୁରୁଖୁରୁରେ ଆଗେଇ ଚାଲିଛି କାମ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣର ଆଜି ଦ୍ୱିତୀୟ ଦିନ । ରଥ ନିର୍ମାଣ କାମକୁ ତ୍ୱରାନ୍ଵିତ କରିବା ପାଇଁ ଲାଗି ପଡ଼ିଛନ୍ତି ବିଶ୍ୱକର୍ମା ମହାରଣା, ଭୋଇ ସେବକ ଓ ରୂପକାର ସେବକ । ରଥଖଳାକୁ ସଂପୂର୍ଣ୍ଣ ନିଷିଦ୍ଧାଞ୍ଚଳ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ତିନି ରଥ ପାଇଁ ଆବଶ୍ୟକ ଚକ ପ୍ରସ୍ତୁତ କରାଯାଇଛି । ଏଥିପାଥଁ ତୁମ୍ବ ନିର୍ମାଣ କାମ କରାଯାଉଛି । କେନ୍ଦ୍ର ସରକାରଙ୍କ ସର୍ତ୍ତମୂଳକ ଅନୁମତିକୁ ରଥଖଳାରେ କଡ଼ାକଡ଼ି ପାଳନ କରାଯାଉଛି ।

ସୂଚନା ଦେବା ଯୋଗ୍ୟକି, କରୋନା ମହାମାରୀ କାରଣରୁ ଚଳିତ ବର୍ଷର ରଥଯାତ୍ରା କରାଯିବ କି ନାହିଁ ଦ୍ବନ୍ଦ୍ବ ଲାଗି ରହିଥିଲା । ପବିତ୍ର ଅକ୍ଷିତୃତୀୟା ଠାରୁ ରଥ ନିର୍ମାଣ କରାଯିବାର ବିଧି ରହିଥିବା ବେଳେ ଅନିଶ୍ଚିତତା କାରଣରୁ ଏହାକୁ ଆଗେଇ ନିଆଯାଇ ପାରିନଥିଲା । ପରେ ଆପୋଷ ଆଲୋଚନା କରାଯାଇ ଗତ କାଲି ଠାରୁ ରଥନିର୍ମାଣ କାମ ଆରମ୍ଭ କରାଯାଇଛି । ରଥ ନିର୍ମାଣ ଦାୟିତ୍ୱରେ ଥିବା ବିଶ୍ୱକର୍ମା ମାନେ ଅଧିକ ପରିଶ୍ରମ କରି ନିର୍ଦ୍ଧିଷ୍ଟ ସମୟ ସୁଦ୍ଧା ଏହାକୁ ଶେଷ କରିବେ ବୋଲି କଥା ଦେଇଛନ୍ତି ।

KNews Bureau

Recent Posts

ଦିଲ୍ଲୀ: ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଜଳିଗଲା ବିଲ୍ଡିଂ

ଦିଲ୍ଲୀର କାଶ୍ମୀରୀ ଗେଟ୍ ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣା ମେ’ ୩୧ ତାରିଖ ରାତିରେ…

15 mins ago

ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ: ଦିନ ୧୧ଟା ସୁଦ୍ଧା ୨୨.୯୭ ପ୍ରତିଶତ ମତଦାନ

କେନ୍ୟୁଜ୍‌: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ୧୧ଟା…

17 mins ago

ଟି୨୦ ବିଶ୍ୱକପ ପାଇଁ ବିରାଟଙ୍କ ସହିତ ଆମେରିକାରେ ପହଞ୍ଚିଲେ ଅନୁଷ୍କା, ସାଙ୍ଗରେ ଅଛନ୍ତି ଭାମିକା ଓ ଅକାୟ

ଆଇସିସି ଟି୨୦ ବିଶ୍ୱକପ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ରହିଛି । ଭାରତୀୟ ଟିମର ପ୍ରଥମ ମ୍ୟାଚ…

20 mins ago

ଅତି ଆଡ଼ମ୍ବର ସହକାରେ ପାଳିତ ହେଉଛି ପାରମ୍ପାରିକ ଠାକୁରାଣୀ ଯାତ୍ରା, ଜମୁଛି ଶ୍ରଦ୍ଧାଳୁଙ୍କ ଗହଳି

ଢୋଲ-ମହୁରୀ ସାଙ୍ଗକୁ ବାଜା-ବାଜଣାରେ ଅତି ଧୁମଧାମରେ ଚାଲିଛି ଠାକୁରାଣୀଙ୍କ ସାହି ପରିକ୍ରମା । ବିଶ୍ବାସ ରହିଛି, ମା’ଙ୍କ ଏହି ଅଲୌକିକ…

25 mins ago

ନିର୍ବାଚନ ଡ୍ୟୁଟି ବେଳେ ଅଘଟଣ, କାର୍ଯ୍ୟରତ ବିଏଲଓଙ୍କ ଆକସ୍ମିକ ମୃତ୍ୟୁ

ଯାଜପୁର ଟାଉନ(କେନ୍ୟୁଜ୍‌): ନିର୍ବାଚନ ଡ୍ୟୁଟି ବେଳେ ଅଘଟଣ । କାର୍ଯ୍ୟରତ ବିଏଲଓଙ୍କ ଆକସ୍ମିକ ମୃତ୍ୟୁ  । ମୃତକ ହେଲେ ମନୋରଞ୍ଜନ…

26 mins ago

ଶ୍ରୀମନ୍ଦିର ଇତିହାସରେ ପ୍ରଥମ, ମନ୍ଦିର ହୁଣ୍ଡିରୁ ମିଳିଲା ୭୦ ଲକ୍ଷ ଟଙ୍କାର ସୁନା ଇଟା

ପୁରୀ (କେନ୍ୟୁଜ) : ଶ୍ରୀମନ୍ଦିର ହୁଣ୍ଡିରୁ ମିଳିଛି ୧ କେଜି ୮ଶହ ମିଲିଗ୍ରାମ ସୁନା। ଆଉ ଏସବୁ ହେଉଛି ସୁନା…

46 mins ago