ରାଜ୍ୟ

ଆଜି ବିଶ୍ୱ ପର୍ଯ୍ୟଟନ ଦିବସ: ପୁରୀ ବେଳାଭୂମି ସହ ଗୋଲଡେନ ବିଚ୍‌ରେ ସୁନ୍ଦର ବାଲୁକା କଳା ପ୍ରଦର୍ଶିତ

ପୁରୀ(କେନ୍ୟୁଜ୍): ଆଜି ବିଶ୍ୱ ପର୍ଯ୍ୟଟନ ଦିବସ । ଚଳିତ ବର୍ଷର ବିଷୟବସ୍ତୁ ହେଉଛି ପୁନର୍ବାର ପର୍ଯ୍ୟଟନ । ଏହି ଅବସରରେ ପୁରୀର ଗୋଲଡେନ ବିଚ୍‌ରେ ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦାମ ପ୍ରଧାନଙ୍କ ବାଲୁକା କଳା ପ୍ରଦର୍ଶିତ ହୋଇଛି । ୨୦ ଟନ୍‌ ବାଲିରେ ତିଆରି ହୋଇଥିବ ଏହି କଳାକୃତି ପାଇଁ ୧୨ ଘଣ୍ଟା ସମୟ ଲାଗିଥିଲା ।

ସେହିପରି ପୁରୀ ବେଳାଭୂମିରେ ବାଲୁକା କଳା ତିଆରି କରିଛନ୍ତି ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ୩ କୁଇଣ୍ଟାଲ୍‌ ବାଲିରେ ୩ ଫୁଟ୍‌ ଓସାର କଳାକୃତି ତିଆରି କରିଛନ୍ତି । ଏଥିରେ ” welcome to Odisha” ଏବଂ ” world Tourism day”ର ବାର୍ତ୍ତା ଦେଇଛନ୍ତି । ବାଲୁକାକଳା ମାଧ୍ୟମରେ ଓଡିଶାର କଳା,ଐତିହ୍ୟ ଏବଂ ଭାସ୍କର୍ଯ୍ୟକୁ ବିଶ୍ୱ ଦରବାରରେ ପରିଚିତ କରାଇବାକୁ ପ୍ରୟାସ କରିଛନ୍ତି ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago