Below header

ଜନ୍ମବେଦୀରେ ସରି ଆସୁଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ଲୀଳାଖେଳା, ଆଜି ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ସାଂଧ୍ୟ ଦର୍ଶନ

ପୁରୀ(କେନ୍ୟୁଜ୍) : ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରେ ସରି ସରି ଆସୁଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ଲୀଳାଖେଳା । ଆଜି ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ସାଂଧ୍ୟ ଦର୍ଶନ । ସଂଧ୍ୟା ୭ଟା ଯାଏ ସାଂଧ୍ୟ ଦର୍ଶନ ଚାଲିବ । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଗୁଣ୍ଡିଚା ମନ୍ଦିରରେ ବ୍ୟାରିକେଡ ସହ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଆସନ୍ତାକାଲି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଏଥିପାଇଁ ତିନି ରଥକୁ ଦକ୍ଷିଣ ମୋଡ଼ କରି ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ଆଗରେ ରଖାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.